No Result
View All Result
Best of Odisha Khabar
  • ଓଡିଶା
  • କ୍ରୀଡା
  • ନ୍ୟୁଜ୍
  • ଦେଶ ବିଦେଶ
  • ବ୍ୟବସାୟ ଓ ଅର୍ଥନୀତି
  • ଶିକ୍ଷା ଓ ନିଯୁକ୍ତି
  • ପ୍ରଯ୍ୟଟନ
  • Stories
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ
  • ହେଲଥ ଟିପ୍ସ
  • ରାଶିଫଳ
  • ଓଡିଶା
  • କ୍ରୀଡା
  • ନ୍ୟୁଜ୍
  • ଦେଶ ବିଦେଶ
  • ବ୍ୟବସାୟ ଓ ଅର୍ଥନୀତି
  • ଶିକ୍ଷା ଓ ନିଯୁକ୍ତି
  • ପ୍ରଯ୍ୟଟନ
  • Stories
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ
  • ହେଲଥ ଟିପ୍ସ
  • ରାଶିଫଳ
No Result
View All Result
Best of Odisha Khabar
No Result
View All Result
Home ହେଲଥ ଟିପ୍ସ

ଡାଲଚିନି ର ଏହି ଔଷଧୀୟ ଗୁଣ ବିଷୟରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ବହୁତ ଫାଇଦା ରହିଛି ଏହାର।

khabaradmin by khabaradmin
July 9, 2020
in ହେଲଥ ଟିପ୍ସ
0
health-benefits-cinnamon-Dalchini
5
SHARES
32
VIEWS
Share on FacebookShare on Twitter

ଡାଲଚିନି କୁ ଆମ ରୋଷେଇ ଘରେ ମସଲା ରୂପରେ ବ୍ୟବହାର କରାଯାଏ।
ଡାଲଚିନ ବୃକ୍ଷ ଯେତିକି ଛୋଟ ହୋଇଥାଏ ତାର ଗୁଣ ମଧ୍ୟ ତାଠାରୁ ବଡ ଅଟେ । ଡାଲଚିନିକୁ ସାଧାରଣତଃ ମସଲା ଭାବରେ ବ୍ୟବହାର କରାଯାଇଥାଏ । ତେବେ ଏହାର ମଧ୍ୟ ଅନେକ ଔଷଧିୟ ଗୁଣ ରହିଛି । ଯାହା ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟାରୁ ମୁକ୍ତି ଦେବା ସହ ଆପଣଙ୍କୁ ଏକ ସୁସ୍ଥ ଓ ନିରାମୟ ଜୀବନ ଯାପନ ବିତାଇବାରେ ସହାୟକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ।

ସର୍ଦ୍ଦି ବା ଜ୍ୱର ଥଣ୍ଡା ଜ୍ୱର ହୋଇଥିଲେ ଆପଣ ଏହାକୁ ବ୍ୟବହାର କରିପାରିବେ । ଏଥିପାଇଁ ଏକ ଚାମଚ ମହୁ ସହ କିଛି ମାତ୍ରାରେ ଡାଲଚିନି ଗୁଣ୍ଡ ମିଶାଇ ସକାଳ ଓ ସଂନ୍ଧ୍ୟାରେ ସେବନ କରିବା ଦ୍ୱାରା ଏଥିରୁ ମୁକ୍ତି ମିଳିଥାଏ । ଏହାଛଡା ହାଲକା ଗରମ ପାଣିରେ ଏକ ଚାମଚ ଡାଲଚିନି ଗୁଣ୍ଡ ଓ ଗୋଟେ ଚୁଟକି ଗୋଲମରିଚ ଗୁଣ୍ଡ ଏବଂ ମହୁ ମିଶାଇ ପିଇବା ଦ୍ୱାରା ଏହି ସମସ୍ୟାରୁ ସବୁଦିନ ପାଇଁ ରକ୍ଷା ମିଳିଥାଏ ।

ଆଣ୍ଠୁ ଗଣ୍ଠି ଯନ୍ତ୍ରଣା ପାଇଁସାଧାରଣତଃ ଆଣ୍ଠୁ ଗଣ୍ଠିରେ ଯନ୍ତ୍ରଣା ଅନୁଭବ କରୁଥିଲେ ଆପଣ ଏହାକୁ ବ୍ୟବହାର କରିପାରିବେ । ସାମାନ୍ୟ ଗରମ ପାଣିରେ ଡାଲଚିନି ଗୁଣ୍ଡ ଓ ଟିକେ ମହୁକୁ ମିଶାଇ ଯନ୍ତ୍ରଣା ହେଉଥିବା ସ୍ଥାନରେ ମାଲିସ କରି୍ବା ଦ୍ୱାରା ଫାଇଦା ମିଳିଥାଏ । ଗୋଟେ କପ ଉଷୁମୁ ପାଣିରେ ଗୋଟେ ଚାମଚ ମହୁ ଏବଂ ଅଧା ଚାମଚ ଡାଲଚିନି ଗୁଣ୍ଡ ମିଶାଇ ସେବନ କରିବା ଦ୍ୱାରା ଏହି ସମସ୍ୟା ମଧ୍ୟ ଦୂର ହୋଇଥାଏ ।

ଉଜ୍ଜଳ ତ୍ୱଚା ପାଇଁ ତ୍ୱଚା କିମ୍ବା ଚର୍ମ ଜନିତ ସମସ୍ୟା ଥିଲେ ଆପଣ ଏହାକୁ ବ୍ୟବହାର କରିପାରିବେ । ତ୍ୱଚାରେ ଜଳା ପୋଡା ସମସ୍ୟା ଦେଖାଦେଲେ ଡାଲଚିନି ଗୁଣ୍ଡ ସହ ମହୁର ପରିମାଣ ସମାନ ମାତ୍ରାରେ ମିଶାଇ ତାର ପେଷ୍ଟ ପ୍ରସ୍ତୁତ କରି ଲଗାଇବା ଦ୍ୱାରା ଏଥିରୁ ଉପଶମ ମିଳିଥାଏ । ଡାଲଚିନି ଗୁଣ୍ଡରେ ସାମାନ୍ୟ ଲେମ୍ବୁ ରସ ମିଶାଇ ମୁହଁରେ ଲଗାଇବା ଦ୍ୱାରା ତ୍ୱଚା ଜନିତ ସମସ୍ୟା ଦୂର ହୋଇଥାଏ ।

ପେଟ ଜନିତ ସମସ୍ୟା
ବଦହଜମ ଭଳି ସମସ୍ୟା ହେଉଥିଲେ ଡାଲଚିନିର ବ୍ୟବହାର କରିପାରିବେ । ଏହାଛଡା ଡାଲଚିନିର ବ୍ୟବହାର ବାନ୍ତି ତଥା ଗ୍ୟାସ ଭଳି ସମସ୍ୟାରୁ ମଧ୍ୟ ମୁକ୍ତି ପାଇପାରିବେ ।

ମହୁ ସହିତ ଡାଲଚିନି ଖାଇବା ମଧ୍ୟ ବହୁତ ଫାଇଦା ଦିଏ।
ତେବେ ଗୋଟେ ଚାମଚ ମହୁ ସହିତ କିଛି ପରିମାଣରେ ଡାଲଚିନି ଗୁଣ୍ଡ ମିଶାଇ ସେବନ କରିବା ଦ୍ୱାରା ଆରାମ ମିଳିଥାଏ ।ମୋଟାପଣ ଦୂର କରିଥାଏ।ମୋଟାପଣ ଦୂର କରିଥାଏ ଡାଲଚିନି । ତେବେ ଚାରେ ଏକ ଚାମଚ ଡାଲଚିନି ଗୁଣ୍ଡ ମିଶାଇ ପିଇବା ଦ୍ୱାରା ଏହି ସମସ୍ୟା ଦୂର ହୋଇଥାଏ ।ଡାଲଚିନି କୁ ଗୁଣ୍ଡ କରି ଚାହା କିମ୍ବା ପାଣିରେ ସକାଳେ ପିଇଲେ ମଧ୍ୟ ପେଟ ସମସ୍ୟା ଦୂର ହୁଏ।

khabaradmin

See author's posts

Previous Post

କେଉଁ ଚାଇନିଜ୍ ଆପ ର ବିକଳ୍ପ କେଉଁ ଆପ୍ ଅଟେ ଜାଣନ୍ତୁ।

Next Post

ଖାଲି ପେଟରେ କେବେ ହେଲେ ଖାଆନ୍ତୁ ନାହିଁ ଏହି 10 ଟି ଖାଦ୍ୟ

khabaradmin

khabaradmin

Next Post
list-of-food-avoid-in-empty=stomach

ଖାଲି ପେଟରେ କେବେ ହେଲେ ଖାଆନ୍ତୁ ନାହିଁ ଏହି 10 ଟି ଖାଦ୍ୟ

Leave a Reply Cancel reply

Your email address will not be published. Required fields are marked *

POPULAR NEWS

Stambheshwar-Mahadev

ଦିନ ରେ ଦୁଇ ଥର ଦର୍ଶନ ଦେଇକରି ସମୁଦ୍ର ରେ ବୁଡିଯାଏ ଏହି ମନ୍ଦିର। ଆଜି ବି ନିଜ ଦୋଷ ର କ୍ଷମା ମାଗୁଅଛି।

November 7, 2019
ମୋବାଇଲ ଫୋନ  ଯୁବଶକ୍ତି ଗଠନ କରୁଛି ନା ନଷ୍ଟ କରୁଛି |

ମୋବାଇଲ ଫୋନ ଯୁବଶକ୍ତି ଗଠନ କରୁଛି ନା ନଷ୍ଟ କରୁଛି |

August 8, 2019
Boudh-Tourist-places

ବୌଦ୍ଧ : ପଶ୍ଚିମ ଓଡିଶା ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର

October 21, 2020
କେବେ ଆପଣ କଏନ ଉପରେ ଥିବା ଏହି ଚିହ୍ନ କୁ ଦେଖିଛନ୍ତି କି ? ଏହା ସଂକେତ ଦିଏ କି କେଉଁଠି କଏନ ଗୁଡିକ ତିଆରି ହୋଇଥିଲା।

କେବେ ଆପଣ କଏନ ଉପରେ ଥିବା ଏହି ଚିହ୍ନ କୁ ଦେଖିଛନ୍ତି କି ? ଏହା ସଂକେତ ଦିଏ କି କେଉଁଠି କଏନ ଗୁଡିକ ତିଆରି ହୋଇଥିଲା।

October 27, 2020
new-bank-rules

ପହିଲା ଜୁଲାଇ ରୁ ସାରା ଦେଶରେ ଲାଗୁ ହେବ ବ୍ୟାଙ୍କ ପାଇଁ ଏହି ନୂଆ ନିୟମ, ଜାଣି ନିଅନ୍ତୁ ନହଲେ ହେବ ଅସୁବିଧା।

June 30, 2020

EDITOR'S PICK

France-helps-india

ରୁଷିଆ ଓ ଇଜରାଇ ପରେ ଭାରତକୁ ସାହାର୍ଯ୍ୟ କଲା ଫ୍ରାନ୍ସ ।

July 2, 2020
Sabyasachi-Facilitates-Transport-Of-Over-35K-Abandoned-Coconuts-To-Ghatgaon

ପୁଣି ମହତ କାମ କଲେ ସବ୍ୟସାଚୀ, ମାଆ ତାରିଣୀ ଙ୍କ ଭକ୍ତଙ୍କ ପାଇଁ ସାଜିଲେ ଦେବଦୂତ

December 7, 2020
KKR-Vs-RCB

KKR କୁ ସହଜରେ ହରାଇଲା RCB, ପ୍ଲେ ଅଫ କୁ ଯିବା ନେଇ ଏହି ୩ଟି ଦଳର ସ୍ଥାନ ପକ୍କା

October 22, 2020
train

କାହିଁକି ଟ୍ରେନରେ କବାଟ ପାଖକୁ ଯେଉଁ ଝରକା ଥାଏ ସେଥିରେ ବହୁତ ବାର ଥାଏ

November 1, 2019

About

Follow us

Categories

  • Stories
  • Uncategorized
  • ଓଡିଶା
  • କ୍ରୀଡା
  • ଜୀବନଚର୍ଯ୍ୟା
  • ଦେଶ ବିଦେଶ
  • ନ୍ୟୁଜ୍
  • ପ୍ରଯ୍ୟଟନ
  • ବ୍ୟବସାୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ହେଲଥ ଟିପ୍ସ

Recent Posts

  • ପୁଣି ମହତ କାମ କଲେ ସବ୍ୟସାଚୀ, ମାଆ ତାରିଣୀ ଙ୍କ ଭକ୍ତଙ୍କ ପାଇଁ ସାଜିଲେ ଦେବଦୂତ
  • ମୁମ୍ବାଇରେ ଅକ୍ଷୟ କୁମାର ଙ୍କୁ ଭେଟିଲେ ଯୋଗୀ ଆଦିତ୍ୟ ନାଥ,ବଲିଉଡ ପାଇଁ ବଡ଼ ଖବର
  • ତାଜମହଲ ପରିଦର୍ଶନ Online ଟିକେଟ୍ ବୁକିଂ ପାଇଁ ASI ଲାଗୁ କଲା ନୂତନ ନିୟମ
  • କୋଭିଡ କଟକଣା ଲାଗି ଏବର୍ଷ ପାଳନ ହେବ ନାହିଁ କାର୍ତ୍ତିକ ପୂର୍ଣ୍ଣିମା, ଡ଼ଙ୍ଗା ଭସାଇଲେ ଲାଗିବ ଫାଇନ
  • ଓଡିଶା
  • କ୍ରୀଡା
  • ନ୍ୟୁଜ୍
  • ଦେଶ ବିଦେଶ
  • ବ୍ୟବସାୟ ଓ ଅର୍ଥନୀତି
  • ଶିକ୍ଷା ଓ ନିଯୁକ୍ତି
  • ପ୍ରଯ୍ୟଟନ
  • Stories
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ
  • ହେଲଥ ଟିପ୍ସ
  • ରାଶିଫଳ

Copyright © 2012 - 2017, JNews - Premium WordPress news & magazine Jegtheme.

No Result
View All Result
  • ଓଡିଶା
  • କ୍ରୀଡା
  • ନ୍ୟୁଜ୍
  • ଦେଶ ବିଦେଶ
  • ବ୍ୟବସାୟ ଓ ଅର୍ଥନୀତି
  • ଶିକ୍ଷା ଓ ନିଯୁକ୍ତି
  • ପ୍ରଯ୍ୟଟନ
  • Stories
  • ଜୀବନଚର୍ଯ୍ୟା
  • ମନୋରଞ୍ଜନ
  • ହେଲଥ ଟିପ୍ସ
  • ରାଶିଫଳ

Copyright © 2012 - 2017, JNews - Premium WordPress news & magazine Jegtheme.

Login to your account below

Forgotten Password?

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In